ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଓଡ଼ିଶା ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାର ଘୋଷଣା

03-Apr-2024    Odisha

ବିକଶିତ ଓଡ଼ିଶାର ସଂକଳ୍ପ ହେଉଛି ଦୃଢ଼। ସଭାପତି ଶ୍ରୀ ନବୀନ ପଟ୍ଟନାୟକ ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳର ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। 


Events