ପ୍ରକାଶିତ : 25-Jan-2026
ସଭାପତି ଶ୍ରୀ ନବୀନ ପଟ୍ଟନାୟକ ବିଜୁ ଛାତ୍ର ଜନତା ଦଳର ବିଭିନ୍ନ ସାଙ୍ଗଠନିକ ଜିଲ୍ଲାର ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦେଇଛନ୍ତି।